Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣାକଲା ଆପ୍‌, ତାଲିକାରେ ଅନେକ ଉଚ୍ଚ ଶିକ୍ଷିତ
  • ||
  • ଆସେସ୍‌ ସିରିଜ୍ କବଜା କଲା ଅଷ୍ଟ୍ରେଲିଆ, ଇଂଲଣ୍ଡକୁ ୪-୦ରେ ମୂଳପୋଛ କରି ଇତିହାସ ରଚିଲା କଙ୍ଗାରୁ ବାହିନୀ
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ରେକର୍ଡ ୪୪୫୨ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୦୦୩ଜଣ ଡିସଚାର୍ଜ
  • ||
  • ମୋହନା: ଅଟୋ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ, ୭ ଆହତ
  • ||
  • ବଣାଇ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟିକବାଟ
  • ||
  • ଟେକ୍ସାସରେ ୪ ଜଣଙ୍କୁ ପଣବନ୍ଦୀ : ପାକିସ୍ତାନୀ ବୈଜ୍ଞାନିକଙ୍କୁ ମୁକ୍ତ କରିବାକୁ ଦାବି, ଘଟଣାସ୍ଥଳରେ ଏଫବିଆଇ ଓ ସ୍ୱାଟ୍ ଟିମ୍
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୧୭୭ କୋଭିଡ୍ ପଜିଟିଭ୍, ୧୧୩୩୯୧୨ରେ ପହଞ୍ଚିଲା ସଂଖ୍ୟା
  • ||
  • ନିଶାରେ ୩ ବାଇକକୁ ଧକ୍କା ଦେଲେ କାର୍ ଡ୍ରାଇଭର, ଓଲଟା ପୋଲିସକୁ କଲେ ଗାଳିଗୁଲଜ
  • ||
  • ଫାଟିଗଲା ମୋବାଇଲ ବ୍ୟାଟେରୀ, ନାବାଳକ ଗୁରୁତର : ପଥରରେ ଛେଚୁଥିବା ବେଳେ ଅଘଟଣ
  • ||

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

21/12/2018 at 9:35 AM

ଭୁବନେଶ୍ବର ୨୧|୧୨: ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ ର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ । ଏହି ବୈଠକ ଅପରାହ୍ନ ୪ ଟାରେ ଡକାଯାଇଛି । ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ ପୂର୍ବରୁ ସରକାର କିଛି ବଡ ପଦକ୍ଷେପ ନେଇପାରନ୍ତି । ସେହିଭଳି ଚାଷି ଋଣ ଛାଡ ଓ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ଉପରେ ଅତିରିକ୍ତ ବେ।ନସ ପ୍ରଦାନ ଆଦି ଦାବି ଉଠୁଥିବା କାରଣରୁ ସରକାର କିଛି ପଦକ୍ଷେପ  ନେଇପାରନ୍ତି ।

   Related Posts