Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨୩୯୦ ପଜିଟିଭ୍
  • ||
  • ନିରାଡମ୍ବର ଭାବେ ପାଳିତ ହେଉଛି ଇଦ୍-ଉଲ-ଫିତର, ଇଦଗାହରେ ହେବନାହିଁ ସାମୂହିକ ନମାଜ ପାଠ
  • ||
  • କମିବ କାଳବୈଶାଖି ପ୍ରଭାବ, ବଢିବ ଗୁଳୁଗୁଳି
  • ||
  • ଲଭ ୟୁ ଜିନ୍ଦେଗୀ ନୁହେଁ, ରୁଠ୍ ଗୟି ଜିନ୍ଦେଗୀ….ହସି ହସି ମହାମାରୀ ସହ ଲଢି ଲଢି ଚାଲିଗଲେ ୩୦ ବର୍ଷୀୟ ମହିଳା
  • ||

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

15/11/2019 at 8:58 AM

ଭୁବନେଶ୍ବର ୧୫।୧୧ : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ଆଜି ମଧ୍ୟାହ୍ନରେ ବସିବ ରାଜ୍ୟ କ୍ୟାବିନେଟ । ଦିନ ୧୨ଟା ୧୫ରେ ଲୋକସେବା ଭବନରେ କ୍ୟାବିନେଟ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ  କୃଷି, ବିଦ୍ୟାଳୟ ଓ ଗଣଶିକ୍ଷା, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ପ୍ରସ୍ତାବ ସମେତ ପ୍ରାୟ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ସୂଚନା ମିଳିଛି।।

   Related Posts