Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ ବୈଠକ, ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

13/03/2020 at 9:03 AM

ଭୁବନେଶ୍ବର ।୩: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ସକାଳ ୧୦ଟାରେ ଏହି ବୈଠକ ହେବ ବୋଲି ସୂଚନା ମିଳିଛି । ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

ତେବେ ଏହି ବୈଠକରେ କଣ ଏଜେଣ୍ଡା ରହିବ ତାହା ସ୍ପଷ୍ଟ ଜଣା ପଡିନଥିଲେ ମଧ୍ୟ କିଛି ବଡ ଧରଣର ଘୋଷଣା ହୋଇପାରେ ବୋଲି କୁହାଯାଉଛି । ବିଧାନସଭା ଚାଲୁ ଥିବାରୁ କ୍ୟାବିନେଟ ବୈଠକ ନେଇ କୌଣସି ସୂଚନା ଗଣମାଧ୍ୟମକୁ ଦିଆଯିବ ନାହିଁ ।

ତେବେ ଗୃହ ମଧ୍ୟରେ ମୁଖ୍ୟମନ୍ତ୍ରୀ ଏନେଇ ବିବୃତି ରଖିପାରନ୍ତି ବୋଲି କୁହାଯାଉଛି । କ୍ୟାବିନେଟ୍ ବୈଠକରେ ସ୍ବାସ୍ଥ୍ୟବିଭାଗ ପକ୍ଷରୁ କରୋନା ପ୍ରତିଷେଧକ ଲାଗି ସ୍ବତନ୍ତ୍ର ପ୍ରସ୍ତାବ ଆସିବା ସମ୍ଭାବନା ରହିଛି ।

   Related Posts