Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||
  • ଲମତାପୁଟ : ପୁଣି ଅପରେସନ୍ ଗ୍ରୀନ୍ କ୍ଲିନ୍ ଆରମ୍ଭ : ମାଓ ପ୍ରଭାବିତ ଅଞ୍ଚଳରେ ୮ଏକର ଗଞ୍ଜେଇ ଚାଷ ନଷ୍ଟ
  • ||

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ ବୈଠକ

7/02/2020 at 10:37 AM

ଭୁବନେଶ୍ବର ୭।୨: ଆଜି ରାଜ୍ୟ କ୍ୟାବିନେଟ୍ ଏବଂ ମନ୍ତ୍ରୀ ପରିଷଦ ବୈଠକ ବସିବ । ଉଭୟ ବୈଠକରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୧ଟା ୪୫ମିନିଟରେ କ୍ୟାବିନେଟ୍ ବୈଠକ ହେବ । ଆସନ୍ତା ଫେବୃଆରୀ ୧୪ରେ ଆରମ୍ଭ ହେବ ବିଧାନସଭା ଅଧିବେଶନ । ୧୮ରେ ବିଧାନସଭାରେ ୨୦୨୦-୨୧ ଆର୍ଥିକ ବର୍ଷର ରାଜ୍ୟ ବଜେଟ୍ ଉପସ୍ଥାପନ ହେବ । ତେଣୁ ରାଜ୍ୟ କ୍ୟାବିନେଟ୍ ବୈଠକରେ ବଜେଟ୍ ଅଟକଳକୁ ଅନୁମୋଦନ ମିଳିବ ।

୨୦୨୦-୨୧ ଆର୍ଥିକ ବର୍ଷର ଆର୍ଥିକ ବଜେଟ ଅଟକଳ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ଅନେକ ଅର୍ଥ ବିଶାରଦଙ୍କ ସହ ସାଧାରଣ ଜନତାଙ୍କ ମତାମତକୁ ନେଇ ପ୍ରସ୍ତୁତ କରାଯାଇଛି । ଏହାସହ ଅନେକ ଗୁରୁତ୍ବପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହେବ । ସେହିଭଳି ୧୨ଟା ୧୫ରେ ମନ୍ତ୍ରୀ ପରିଷଦ ବୈଠକ ବସିବ ।

   Related Posts