Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ମହିଳା କଂଗ୍ରେସର ରାଜ୍ୟ କାର୍ଯ୍ୟକାରିଣୀ

11/01/2019 at 11:47 AM

ଭୁବନେଶ୍ବର ୧୧|୧:  ଆଜି ମହିଳା କଂଗ୍ରେସର ରାଜ୍ୟ କାର୍ଯ୍ୟକାରିଣୀ । କାର୍ଯ୍ୟକାରିଣୀରେ ଆଗାମୀ ନିର୍ବାଚନ ନେଇ ରଣନୀତି ପ୍ରସ୍ତୁତ କରାଯିବ । ମହିଳା କର୍ମୀଙ୍କ କାନରେ ମନ୍ତ୍ର ଫୁଙ୍କିବେ ଅଲ୍ ଇଣ୍ଡିଆ ମହିଳା କଂଗ୍ରେସ ସଭାନେତ୍ରୀ ତଥା ସାଂସଦ ସୁସ୍ମିତା ଦେବ । କଣ କଣ ପ୍ରସଙ୍ଗକୁ ନେଇ ମଇଦାନକୁ ଓହ୍ଲାଇବ ସେନେଇ ଆଲୋଚନା କରାଯିବ । ବିଶେଷ କରି ନାରୀ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯିବ । ବିଗତ ଦିନରେ ରାଜ୍ୟରେ ଘଟି ଯାଇଥିବା ବିଭିନ୍ନ ଘଟଣା ଯଥା ପିପିଲି ପୀଡ଼ିତା, ଇତିଶ୍ରୀ ଆଦି ଘଟଣାକୁ ପ୍ରସଙ୍ଗ କରାଯିବ ।

   Related Posts