Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ଷ୍ଟାର୍ଟ-ଅପ୍ ରାକିଙ୍ଗରେ ଓଡିଶା ଶ୍ରେଷ୍ଠ ପ୍ରଦର୍ଶନକାରୀ, ୩୮ଟି ମାନଦଣ୍ଡ ଅନୁଯାୟୀ ମିଳିଲା ମାନ୍ୟତା

31/05/2019 at 9:46 AM

ଭୁବନେଶ୍ବର ୩୧|୫: ଜାତୀୟ ସ୍ତରରେ ୨୦୧୮ ବର୍ଷ ପାଇଁ ଷ୍ଟାର୍ଟ-ଅପ୍ ଶ୍ରେଷ୍ଠ ପ୍ରଦର୍ଶନକାରୀ ରାକିଙ୍ଗରେ ରହିଛି ଓଡିଶା । ୨୦୧୮ରେ ଦେଶର ୨୭ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ନେଇ ପ୍ରସ୍ତୁତ ରାକିଙ୍ଗରେ ଓଡିଶା ଶ୍ରେଷ୍ଠ ପ୍ରଦର୍ଶନକାରୀ ( ଟପ୍ ପର୍‌ଫର୍ମର) ରାଜ୍ୟ ମାନ୍ୟତା ହାସଲ କରିଛି । ପ୍ରାୟ ୩୮ଟି ମାନଦଣ୍ଡରେ ଏହି ନିଷ୍ପତ୍ତି ନିଆଯାଇଥିଲା, ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଦିନ ସୂଚନା ଦିଆଯାଇଛି ।

ରାଜ୍ୟର ୪୨୩ଟି ଷ୍ଟାର୍ଟ-ଅପ୍ ମଧ୍ୟରୁ ୧୨୩ଟି ମହିଳାଙ୍କ ଦ୍ବାରା ପରିଚାଳିତ, ଯାହାକୁ ଜାତୀୟ ସ୍ତରରେ ମଧ୍ୟ ପ୍ରଶଂସା କରାଯାଇଛି । ଆଗକୁ ଖୁବ୍ ଶୀଘ୍ର ଓଡ଼ିଶାର ସବୁ ବଡ଼ ବଡ଼ ବଡ଼ ସହରରେ ଷ୍ଟାର୍ଟ-ଅପ୍ ପ୍ରତିଷ୍ଠା କରାଯିବ ଏବଂ ଷ୍ଟାର୍ଟ-ଅପ୍ ସନକ୍ଲେଭର ଆୟୋଜନ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts