Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||

ପ୍ରଧାନମନ୍ତ୍ରୀଙ୍କୁ ନିଜର ପ୍ରତିଶୃତି ମନେପକେଇଦେବାକୁ ମୁକ୍ତିକାନ୍ତଙ୍କ ରାଉରକେଲାରୁ ଦିଲ୍ଲୀ ପଦଯାତ୍ରା

21/06/2018 at 8:34 AM

କାନ୍ଧରେ ବ୍ୟାଗ,ବେକରେ ଗାମୁଛା, ପିଠିରେ ତ୍ରିରଙ୍ଗା … ଚାଲି ଚାଲି ୧୪୦୦ କି:ମି: ଅତିକ୍ରମ କରିସାରିଲେଣି … ଜିଦ ଆଗରେ ହାର ମାନିଛି ଖରା,ଧୂଳିଝଡ …
ରାଉରକେଲାରୁ ଦିଲ୍ଲୀ ପଦଯାତ୍ରାରେ ଯାଉଛନ୍ତି ମୁକ୍ତିକାନ୍ତ ବିଶ୍ୱାଳ | ପେସାରେ ସେ ଜଣେ ମୂର୍ତ୍ତିକାର | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିଜର ଦେଇଥିବା ପ୍ରତିଶୃତି ମାନେ ପକେଇଦେବାକୁ ଚାଲି ଚାଲି ଯାଉଛନ୍ତି ଦିଲ୍ଲୀ | ଆଗ୍ରାରେ ପହଂଚିବା ସମୟରେ ସେ ଅସୁସ୍ଥ ହୋଇପଡିଥିଲେ | ସୁସ୍ଥ ହେବା ପରେ ଦିଲ୍ଲୀ ଅଭିମୁଖେ ସେ ପୁଣି ନିଜର ପଦଯାତ୍ରା ଆରମ୍ଭ କରିଛନ୍ତି | ତେବେ ମଥୁରାରେ ତାଙ୍କୁ ଭେଟିଥିଲା News7… ଆସନ୍ତୁ ଶୁଣିବା କହୁଛନ୍ତି ମୁକ୍ତିକାନ୍ତ …

   Related Posts