Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ପାରାଦୀପ : ଟ୍ରେନ୍ ଲାଇନ୍ କଡରୁ ମୃତଦେହ ଉଦ୍ଧାର, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୯ କୋଭିଡ୍ ପଜିଟିଭ୍, ୩୩୭୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଳେଶ୍ବର : ମୋବାଇଲ୍ ଚୋରକୁ ଧରି ନିର୍ଧୁମ ଛେଚିଲେ ଗ୍ରାମବାସୀ
  • ||

ଗଞ୍ଜାମ ଜିଲ୍ଲାର ୩୦୬୬ ଗାଁ ମଧ୍ୟରୁ ୫୦୨ ଗାଁ ବର୍ତ୍ତମାନ କରୋନା ଆକ୍ରାନ୍ତ

16/07/2020 at 9:39 PM

ବ୍ରହ୍ମପୁର୧୬/୭: ଗଞ୍ଜାମ ଜିଲ୍ଲାର ୩୦୬୬ ଗାଁ ମଧ୍ୟରୁ ୫୦୨ ଗାଁ ବର୍ତ୍ତମାନ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୨୫୬୪ ଗାଁ ବର୍ତ୍ତମାନ କରୋନା ମୁକ୍ତ।ଗଞ୍ଜାମ ଜିଲ୍ଲାର ୧୬ ପ୍ରତିଶତ ଗାଁ କରୋନା ଆକ୍ରାନ୍ତ  ହୋଇଥିବା ବେଳେ ୮୪ ପ୍ରତିଶତ ଗାଁ କରୋନା ମୁକ୍ତ ଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଏନେଇ  ଛତ୍ରପୁରସ୍ଥିତ ଗଞ୍ଜାମ ଜିଲ୍ଲା ଡି ଆର୍ ଡି ଏ କାର୍ଯ୍ୟାଳୟ ପରିସରରେ ଗଞ୍ଜାମ ଜିଲ୍ଲାପାଳ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ କୋଭିଡ୍ ପରିଚାଳନା ନେଇ ନଗର ଉନ୍ନୟନ ବିଭାଗ ମୁଖ୍ୟ ଶାସନ ସଚିବ ତଥା ଗଞ୍ଜାମ ନୋଡାଲ୍ ପ୍ରଶାସନିକ ଦାୟିତ୍ଵରେ ଥିବା   ଜି. ମାଥିଭାଥାନ୍ ସମୀକ୍ଷା କରିଛନ୍ତି।

   Related Posts