Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

୬ବର୍ଷରୁ ଅଧିକ ରହିପାରିବେନି ଅଧିକାରୀ : ବିଇଓ ଏବଂ ଡିଇଓଙ୍କର ହେବ ବଦଳି

4/02/2020 at 2:59 PM

ଭୁବନେଶ୍ବର ୪।୨: ଗଣଶିକ୍ଷା ବିଭାଗର ବଡ ନିଷ୍ପତ୍ତି । ଏଣିକି ୬ ବର୍ଷରୁ ଅଧିକ ସମୟ ବିଇଓ ଏବଂ ଡିଇଓ କାର୍ଯ୍ୟାଳୟରେ ରହିପାରିବେନି ଅଧିକାରୀ । ଯେଉଁ ଅଧିକାରୀମାନେ ଅଧିକ ସମୟ ଧରି ରହିଛନ୍ତି ସେମାନଙ୍କୁ ଅନ୍ୟ ସ୍ଥାନକୁ ବଦଳି କରାଯିବ । ଏନେଇ ନିର୍ଦ୍ଦେଶନାମା ଜାରି କରଯାଇଛି । ଆଗକୁ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ କ୍ଷେତ୍ରରେ ଏହି ନିୟମ ଲାଗୁ ପାଇଁ ବିଚାର ବିମର୍ଷ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି ।

   Related Posts