Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଫୁଲବାଣୀରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୋଛାପଡା ଥାନା ଓଆଇସି ଗୁରୁତର

3/11/2018 at 9:47 AM

କନ୍ଧମାଳ ୩|୧୧:  ଦୁର୍ବୃତ୍ତଙ୍କ ଆକ୍ରମଣରେ ପୋଲିସ୍ ଅଧିକାରୀ ଗୁରୁତର । ଫୁଲବାଣୀ ଗୋଛାପଡ଼ା ଥାନା ଓ.ଆଇ.ସି ମୃତ୍ୟୁଞ୍ଜୟ ପ୍ରଧାନଙ୍କୁ ହୋଇଛି ମରଣାନ୍ତକ ଆକ୍ରମଣ । ସନ୍ଦିଗ୍ଧ ଗଞ୍ଜେଇ ମାଫିଆମାନେ ତାଙ୍କୁ ଏଭଳି ଆକ୍ରମଣ କରିଥିବା ଜଣାପଡ଼ିଛି । ଓ.ଆଇ.ସି ମୃତ୍ୟୁଞ୍ଜୟ ପ୍ରଧାନ, ଫୁଲବାଣୀ ସହରର ଆନନ୍ଦ ବଜାର ଏ.ଟି.ଏମ୍ ପାଖରେ ଛିଡ଼ା ହୋଇଥିବା ବେଳେ, ୭ ରୁ ୮ ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଦ୍ବାରା ତାଙ୍କୁ ହଠାତ୍ ଆକ୍ରମଣ କରିଥିଲେ । ଗୁରୁତର ହୋଇ ମୃତ୍ୟୁଞ୍ଜୟ ତଳେ ପଡ଼ି ଯାଇଥିଲେ । ସେଠାରେ ଥିବା ଲୋକେ ତାଙ୍କୁ କନ୍ଧମାଳ ସଦର ହସ୍ପିଟାଲରେ ଭର୍ତ୍ତି କରିଥିଲେ । ପରେ ତାଙ୍କୁ ବ୍ରହ୍ମପୁର ମେଡିକାଲ୍ ସ୍ଥାନାନ୍ତର କରାଯାଇଛି ।

   Related Posts