Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ସେପ୍ଟେମ୍ବର ୯ରୁ ଓଜେଇଇ, ସରିବ ୧୫ରେ

11/08/2020 at 2:46 PM

ଭୁବନେଶ୍ବର ୧୧।୮: ସେପ୍ଟେମ୍ବର ୯ ତାରିଖରୁ ଆରମ୍ଭ ହେବ ଓଜେଇଇ । ୧୫ ଯାଏଁ ଏହା ଅନୁଷ୍ଠିତ ହେବ। ପରୀକ୍ଷା ପାଇଁ ୧୬ ଜିଲ୍ଲାର ସରକାରୀ ପଲିଟେକନିକ୍ ଓ ଆଇଟିଆଇ କଲେଜ ଅଧ୍ୟକ୍ଷଙ୍କୁ ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟ ତରଫରୁ ଚିଠି ଲେଖାଯାଇଛି ।

ଚଳିତ ବର୍ଷ ପ୍ରଥମଥର ପାଇଁ କମ୍ପ୍ୟୁଟର ମାଧ୍ୟମରେ ଓଜେଇଇ ପରୀକ୍ଷା ହେବ । ଓଜେଇଇ ଓ ଟିସିଏସର ଅଧିକାରୀ କଲେଜ ପରିଦର୍ଶନ କରି ପରୀକ୍ଷାକେନ୍ଦ୍ର ଚୟନ କରିବେ । ଅଧ୍ୟକ୍ଷମାନଙ୍କୁ ଏଥିରେ ସହଯୋଗ କରିବାକୁ ଚିଠିରେ କୁହାଯାଇଛି ।

   Related Posts