Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଆଜିଠୁ ଓଜେଇଇ କାଉନସେଲିଂ, ଓ୍ୱେବସାଇଟ୍‌ରେ ତଥ୍ୟ ଉପଲବ୍ଧ

5/10/2021 at 10:58 AM

ଭୁବନେଶ୍ୱର ୦୫।୧୦: ଆଜିଠୁ ଓଜେଇଇ କାଉନସେଲିଂ । ଆଜିଠୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା OJEE ପାଇଁ କାଉନସେଲିଂ ପ୍ରକ୍ରିୟା । MBA, MCA, MTech, ଏମ୍ ଆର୍କ, ଏମ୍ ଫାର୍ମା, ଲାଟେରାଲ ଟେକ୍‍ , ଲାଟେରାଲ ଟେକ୍ ବିଏସ୍ ସି, ଲାଟେରାଲ ଫାର୍ମା, ଏମ୍ ଇଣ୍ଟିଗ୍ରେଟେଡ ଏମ୍ ବିଏରେ ନାମ ଲେଖାଇବା ପାଇଁ ଆଜିଠୁ ଆରମ୍ଭ ହେବ ଓ୍ବେବ କାଉନସେଲିଂ । କାଉନସେଲିଂ ନେଇ ଓଜେଇଇର ଅଫିସିଆଲ ୱେବସାଇଟ www.odishajee.nic.in ରେ ତଥ୍ୟ ଉପଲବ୍ଧ ହେବ । ଏନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

   Related Posts