ଜୁନ୍‌ ୧୭ରୁ OJEE ପରୀକ୍ଷା, ଏପ୍ରିଲ ୧୪ରୁ ଅନଲାଇନରେ ଆବେଦନ ଆରମ୍ଭ

Published By : Prameya-News7 Bureau | April 15, 2021 IST

ଭୁବନେଶ୍ୱର ୧୫।୦୪: ଜୁନ୍‌ ୧୭ରେ OJEE ପରୀକ୍ଷା । ଜୁନ୍‌ ୧୭ରୁ ୨୪ ମଧ୍ୟରେ ହେବ  ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍‌ସ ଏଗ୍‌ଜାମିନେସନ (OJEE) । ଜୁନ୍‌ ପ୍ରଥମ ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ମିଳିବ ଆଡ୍‌ମିଟ୍‌କାର୍ଡ । ଚଳିତବର୍ଷ ଜୁନ୍ ୧୭ରୁ ୨୪ ମଧ୍ୟରେ ହେବ ଓଜେଇଇ ପରୀକ୍ଷା । ଏଥିପାଇଁ ଏପ୍ରିଲ ୧୪ରୁ ଅନଲାଇନରେ ଆବେଦନ ଆରମ୍ଭ ହୋଇଯାଇଛି  । ମେ ୧୫ ତାରିଖ ପର୍ଯ୍ୟନ୍ତ ଓଜେଇଇ ୱେବସାଇଟରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ଜୁନ୍ ପ୍ରଥମ ସପ୍ତାହରୁ ଛାତ୍ରଛାତ୍ରୀଙ୍କୁ ଆଡମିଟ କାର୍ଡ ମିଳିଯିବ। କମ୍ପ୍ୟୁଟର ବେସଡ ସିଷ୍ଟମ ମାଧ୍ୟମରେ ଓଜେଇଇ ପରୀକ୍ଷା ହେବ ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.