Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଜୁନ୍‌ ୧୭ରୁ OJEE ପରୀକ୍ଷା, ଏପ୍ରିଲ ୧୪ରୁ ଅନଲାଇନରେ ଆବେଦନ ଆରମ୍ଭ

15/04/2021 at 2:45 PM

ଭୁବନେଶ୍ୱର ୧୫।୦୪: ଜୁନ୍‌ ୧୭ରେ OJEE ପରୀକ୍ଷା । ଜୁନ୍‌ ୧୭ରୁ ୨୪ ମଧ୍ୟରେ ହେବ  ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍‌ସ ଏଗ୍‌ଜାମିନେସନ (OJEE) । ଜୁନ୍‌ ପ୍ରଥମ ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ମିଳିବ ଆଡ୍‌ମିଟ୍‌କାର୍ଡ । ଚଳିତବର୍ଷ ଜୁନ୍ ୧୭ରୁ ୨୪ ମଧ୍ୟରେ ହେବ ଓଜେଇଇ ପରୀକ୍ଷା । ଏଥିପାଇଁ ଏପ୍ରିଲ ୧୪ରୁ ଅନଲାଇନରେ ଆବେଦନ ଆରମ୍ଭ ହୋଇଯାଇଛି  । ମେ ୧୫ ତାରିଖ ପର୍ଯ୍ୟନ୍ତ ଓଜେଇଇ ୱେବସାଇଟରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ଜୁନ୍ ପ୍ରଥମ ସପ୍ତାହରୁ ଛାତ୍ରଛାତ୍ରୀଙ୍କୁ ଆଡମିଟ କାର୍ଡ ମିଳିଯିବ। କମ୍ପ୍ୟୁଟର ବେସଡ ସିଷ୍ଟମ ମାଧ୍ୟମରେ ଓଜେଇଇ ପରୀକ୍ଷା ହେବ ।  

   Related Posts