କରୋନା ପ୍ରକୋପ, ଘୁଞ୍ଚିଲା ଓଜେଇଇ ପରୀକ୍ଷା

Published By : Prameya-News7 Bureau | June 14, 2021 IST

ଭୁବନେଶ୍ଵର ୧୪।୦୬: ମହାମାରୀ କରୋନାର ସାଂପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଘୁଞ୍ଚାଯାଇଛି।  ଜୁନ ୧୭ରୁ ୨୪ ମଧ୍ୟରେ ପରୀକ୍ଷା ଧାର୍ଯ୍ୟ ହୋଇଥିଲା। ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷା ଆୟୋଜନ ନେଇ ତାରିଖ ଘୋଷଣା କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏଥିସହ ଅନଲାଇନ ଆବେଦନକୁ ଜୁଲାଇ ୧୨ ପର୍ଯ୍ୟନ୍ତ ବଢାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.