Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଳେଶ୍ୱର : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଗାଡିରେ ଥିଲେ ୫୦ରୁ ଅଧିକ ଲୋକ
  • ||
  • ନୂଆଦିଲ୍ଲୀ : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
  • ||
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||

କରୋନା ପାଇଁ ଘୁଞ୍ଚିଲା OJEE

7/09/2020 at 4:20 PM

ଭୁବନେଶ୍ୱର ୦୭।୦୯:  କରୋନା ଭାଇରସକୁ ନଜରରେ ରଖି ଅନଲାଇନ୍ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇକୁ ଘୁଞ୍ଚାଇ ଦିଆଯାଇଛି । ପୂର୍ବରୁ ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ଓଜେଇଇ ହେବା ନେଇ ତାରିଖ ଧାର୍ଯ୍ୟ ହୋଇଥିଲା ।

ସୂଚନାନୁସାରେ, ରାଜ୍ୟରେ ଏବେ କରୋନା ଭାଇରସର ଆତଙ୍କ ବୃଦ୍ଧି ପାଇଛି । ପ୍ରତିଦିନ ୩ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ତେଣୁ ଓଜେଇଇକୁ ଘୁଞ୍ଚାଇ ଦିଆଯାଇଛି । ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଓଜେଇଇ ସେପ୍ଟେମ୍ବର ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ହେବାର ଥିଲା । ପରୀକ୍ଷା ପାଇଁ ରାଜ୍ୟରେ ୨୧ଟି ଓ  ତଥା ରାଜ୍ୟ ବାହାରେ ମଧ୍ୟ ୩ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା । ତେବେ କେବେ ଏହି ପରୀକ୍ଷା ଅନୁଷ୍ଠିକ ହେବ ତାହା ସ୍ପଷ୍ଟ ହୋଇନାହିଁ ।

   Related Posts