Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ସନ୍ଧ୍ୟାରେ ବାହାରିବ ଓଜେଇଇ ପ୍ରଥମ ପର୍ଯ୍ୟାୟ ସିଟ୍ ଆଲଟମେଣ୍ଟ୍, ୧୨ ଯାଏଁ ଅନଲାଇନ୍ ରିପୋର୍ଟିଂ

9/11/2021 at 12:29 PM

ଭୁବନେଶ୍ୱର ୦୯/୧୧: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପକ୍ଷରୁ ବି.ଟେକ୍‌, ବି.ଆର୍କ, ବି.ପ୍ଲାନ୍‌, ବି.କ୍ୟାଟ୍‌ ଓ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏସ୍‌ସି ପାଠ୍ୟକ୍ରମର ୧ମ ପର୍ଯ୍ୟାୟ ସିଟ୍‌ ଆଲଟ୍‌ମେଣ୍ଟ ମଙ୍ଗଳବାର ସନ୍ଧ୍ୟା ୫ଟାରେ ପ୍ରକାଶ ପାଇବ । ପରେ ୧୨ ତାରିଖ ଯାଏ ଅନ୍‌ଲାଇନ୍‌ ରିପୋର୍ଟିଂ ଚାଲିବ । ଏହି ସମୟରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ନାମଲେଖା ପାଇଁ ଅନ୍‌ଲାଇନ୍‌ରେ ଫି ଦାଖଲ କରିବା ସହ ଡକ୍ୟୁମେଣ୍ଟ ସବୁ ଅପଲୋଡ୍‌ କରିବେ ।

ଆଜିଠୁ ୧୩ ତାରିଖ ପର୍ଯ୍ୟନ୍ତ ସିଟ୍‌ ବଣ୍ଟନ ପ୍ରକ୍ରିୟାରୁ ନିଜକୁ ବାହାର ମଧ୍ୟ କରିପାରିବେ । ପରେ ଆଗରୁ ପଞ୍ଜୀକରଣ କରିନଥିବା ଜେଇଇ ମେନ୍‌ ର‌୍ୟାଙ୍କଧାରୀ ଓ ସ୍ୱତନ୍ତ୍ର ଓଜେଇଇରେ ର‌୍ୟାଙ୍କ ପାଇଥିବା ଛାତ୍ରଛାତ୍ରୀ ୧୦ରୁ ୧୫ ତାରିଖ ଭିତରେ ଚଏସ୍‌ ଲକିଂ ସହ ପଞ୍ଜୀକରଣ କରିପାରିବେ । ୧୮ ତାରିଖରେ ୨ୟ ପର୍ଯ୍ୟାୟ ସିଟ୍‌ ଆଲଟ୍‌ମେଣ୍ଟ ବାହାରିବ । ଏହି ପର୍ଯ୍ୟାୟ ନାମଲେଖା ପାଇଁ ୧୮ରୁ ୨୦ ଅନ୍‌ଲାଇନ୍‌ ରିପୋର୍ଟିଂ ହେବ । ୨୫ ତାରିଖରେ ଶେଷ ପର୍ଯ୍ୟାୟ ସିଟ୍‌ ଆଲଟ୍‌ମେଣ୍ଟ କରାଯିବ । ଏହାର ନାମଲେଖା ୨୫ ଓ ୨୬ ତାରିଖ ହେବ ।

   Related Posts