Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||
  • ରାଉରକେଲା : ଆସନ୍ତା ୭ରେ ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା
  • ||
  • ଚାନ୍ଦବାଲି : ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି କଟକଣା ଜାରି, ଭକ୍ତଶୂନ୍ୟ ମନ୍ଦିର ପରିସର
  • ||

ଶ୍ରୀମନ୍ଦିର ଭିତରେ ପଡି ହବିଷିଆଳି ଗୁରୁତର

14/11/2018 at 11:14 AM

ପୁରୀ ୧୪/୧୧: ଶ୍ରୀମନ୍ଦିର ଭିତରେ ପଡି ହବିଷିଆଳି ଗୁରୁତର ହୋଇଛନ୍ତି। ଜୟ ବିଜୟ ଦ୍ବାର ନିକଟରେ ବ୍ୟାରିକେଡ ପଡି ଗୋଡ ଭାଙ୍ଗିଯାଇଛି। ଗୁରୁତର ହବିଷିଆଳି ପୁରୀ ସଦର ବାଲିପୁଟ ଅଞ୍ଚଳର ବିଳାସିନୀ ବେହେରା। ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

 

   Related Posts