Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ବୃଦ୍ଧଙ୍କୁ ଅଟକାଇ ଠେଙ୍ଗାରେ ପିଟିଲେ, ମୁଣ୍ଡରେ ଲାଗିଛି ଗଭୀର ଆଘାତ

26/07/2021 at 5:12 PM

ସାନଖେମୁଣ୍ଡି ୨୬।୭: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନୂଆଗାଁ ଥାନା ଅନ୍ତର୍ଗତ କୁମରଡ଼ା ମୁଖ୍ୟ ରାସ୍ତାରେ ବୃଦ୍ଧଙ୍କୁ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ । କୁମରଡ଼ା ଗ୍ରାମର ରାଧାକୃଷ୍ଣ ପ୍ରଧାନ ନିଜ ସ୍କୁଟି ଯୋଗେ ଯିବାବେଳେ ଦୁଇଟି ମଟର ସାଇକେଲରେ ୪ ଜଣ ଆସି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣା ପରେ ସ୍ଥାନୀୟ ଲୋକେ ବୃଦ୍ଧଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଆହତ ରାଧାକୃଷ୍ଣ ପ୍ରଧାନଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ପୂର୍ବ ଶତ୍ରୁତାକୁ ନେଇ ଏହି ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।

   Related Posts