ଅନୁଗୋଳରେ ବୃଦ୍ଧଙ୍କ ସନ୍ଦେହଜନକ ମୃତ୍ୟୁ

Published By : Prameya-News7 Bureau | June 12, 2019 IST

ଅନୁଗୋଳ ୧୨|୬:  ଅନୁଗୋଳରେ ବୃଦ୍ଧଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ଛେଣ୍ଡିପଦା ଗୋହୀରା ସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ଅନାମ ଖିଲାର । ଗାଁରେ ମାଛ ନିଲାମକୁ ନେଇ ବଚସା ହୋଇଥିଲା । ପରେ ସେ ତଳେ ପଡି ଯାଇଥିଲେ । ତାଙ୍କୁ ତୁରନ୍ତ ଛେଣ୍ଡିପଦା ମେଡିକାଲ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଛେଣ୍ଡିପଦା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.