Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଭାଲୁ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

9/12/2018 at 11:18 AM

ଢେଙ୍କାନାଳ ୯/୧୨: ଭାଲୁ ଆକ୍ରମଣରେବୃଦ୍ଧଙ୍କ ମୃତ୍ୟୁ ଘଟିଛି।  ମୃତକ ହେଲେ ପରଜଙ୍ଗ ଥାନାବଶୋଇ ଗାଁର ଯାତରା ସାହି। ଗତକାଲିଠାରୁ ଜଙ୍ଗଲକୁ ଯାଇ ନିଖୋଜ ଥିଲେ। ଆଜି କ୍ଷତବିକ୍ଷତ ଅବସ୍ଥାରେବଶୋଇ ଗ୍ରାମର ଜଙ୍ଗଲରୁ ମିଳିଲା ମୃତଦେହ।

   Related Posts