Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ପୋଖରୀରେ ବୁଡ଼ି ବୃଦ୍ଧଙ୍କ ମୃତ୍ୟୁ : ୨ଦିନ ହେବ ଥିଲେ ନିଖୋଜ

3/02/2020 at 9:55 AM

କଟକ ୩/୧: ବାଙ୍କୀ ବୈଦେଶ୍ବର ଥାନା ଅନୁଆରୀ ଗ୍ରାମ ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ନାଁ ସୁମୁଦ ଚନ୍ଦ୍ର ନାୟକ ।ବାଙ୍କୀ ଦମକଳ ବାହିନୀ ବାହିନୀ  ଦ୍ବାରା  ତାଙ୍କୁ ଉଦ୍ଧାର କରାଯାଇଛି ।ଘଟଣା ସ୍ଥଳେ ବୈଦେଶ୍ବର ଥାନା ପୋଲିସ ପଂହଁଚି ତଦନ୍ତ ଚଲାଇଥିବା ବେଳେ ସେପଟେ ମୃତ ବୃଦ୍ଧ ଜଣକ ଘରୁ ଦୁଇଦିନ ହେବ ନିଖୋଜ ଥିଲେ ।

ଘର ଲୋକେ ଖୋଜାଖୋଜି କରିଥିଲେ ହେଲେ ପାଇନଥିଲେ । ଆଜି ସକାଳୁ ଗ୍ରାମ ପୋଖରୀରେ ତାଙ୍କ ମୃତ ଦେହ ଭାସୁଥିବା ଦେଖିବାକୁ ପାଇ ଦମକଳ କେନ୍ଦ୍ରକୁ ଖବର ଦେବାପରେ ଘଟଣାସ୍ଥଳକୁ ଅଗ୍ନିଶ୍ରମ ବାହିନୀ ପଂହଁଚି ପୋଖରୀରୁ ଉଦ୍ଧାର କରିଥିଲେ ।

   Related Posts