Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ବୃଦ୍ଧଙ୍କୁ କଚାଡି ମାରିଲା ଦନ୍ତା ହାତୀ

5/11/2019 at 8:08 AM

କାମାକ୍ଷାନଗର ୦୫।୧୧ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅନ୍ତର୍ଗତ ସୋଗର ଶାଳୁଆ ଛକ ନିକଟରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । 

ଆଜି ଭୋର ୫ଟା ସମୟରେ ଶୌଚ ପାଇଁ ଯାଇଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି ତୁମୁସିଙ୍ଗା ଥାନା ଗୋଦୁରିବିଲି ଗାଁର ହୃଦାନନ୍ଦ ମଲ୍ଲିକ । ହୃଦାନନ୍ଦଙ୍କ ମୃତ୍ୟୁର ଖବର ଶୁଣି ପରିବାରଲୋକଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।

   Related Posts