Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଅତ୍ୟଧିକ ଥଣ୍ଡା ଯୋଗୁଁ ବୃଦ୍ଧଙ୍କ ମୃତ୍ୟୁ ଅଭିଯୋଗ

31/12/2019 at 3:26 PM

ଭଦ୍ରକ ୩୧।୧୨: ଭଦ୍ରକ ଜିଲ୍ଲା ଧାମନଗର ବ୍ଲକର ଉତ୍ତେଇପୁରରେ ଥଣ୍ଡା ଯୋଗୁଁ ବୃଦ୍ଧଙ୍କର ମୃତ୍ୟୁ ଅଭିଯୋଗ ହୋଇଛି । ମୃତ ବ୍ୟକ୍ତି ହେଉଛନ୍ତି ଅଚ୍ୟୁତାନନ୍ଦ ପରିଡ଼ା । ଅଚ୍ୟୁତାନନ୍ଦ ଗରିବ ଶ୍ରେଣୀର ବୋଲି ଜଣାପଡ଼ିଛି । ଗତ କିଛିଦିନ ହେଲା ପ୍ରବଳ ଥଣ୍ଡା ପଡ଼ିବାରୁ ଅଚ୍ୟୁତ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇଥିଲେ ବି ଗତ ରାତିରେ ସେ ପ୍ରାଣ ହରାଇଛନ୍ତି । ପରିବାରଲୋକେ ଅଧିକ ଶୀତ ଯୋଗୁଁ ମୃତ୍ୟୁବରଣ କରିଥିବା କହିଛନ୍ତି ।

   Related Posts