Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||
  • ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡାଇଲେ ନକ୍ସଲ, ପୋଷ୍ଟରରେ ଦେଲେ ଧମକ
  • ||
  • କୁହୁଡିର ଚାଦରରେ ଜଗତସିଂହପୁର, ଗମନାଗମନ ବାଧାପ୍ରାପ୍ତ
  • ||

ଦନ୍ତା ହାତୀ ଆକ୍ରମଣରେ ବୃଦ୍ଧ ମୃତ

1/10/2019 at 8:56 AM

ବେତନଟୀ ୧।୧୦: ଦନ୍ତା ଆକ୍ରମଣରେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୟୁରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ୍ ମାଛୁଆ ସାହି ଜଙ୍ଗଲରେ ବୃଦ୍ଧଙ୍କୁ କଚାଡି ମାରିଲା ଦନ୍ତା । ଅଳ୍ପକେ ବର୍ତ୍ତିଲେ ଅନ୍ୟ ଜଣେ ଗ୍ରାମବାସୀ । ମୃତକ ହେଉଛନ୍ତି ଗଜେନ୍ଦ୍ର ମହାନ୍ତ ।

ଆଜି ସକାଳେ ସ୍ଥାନୀୟ ଗ୍ରାମ୍ୟ ଜଙ୍ଗଲ ଭିତରେ ହାତୀ ଆକ୍ରମଣ କରିଥିଲା । ଜଙ୍ଗଲ ଭିତରେ କଥା ହେଉଥିବା ବେଳେ ହଠାତ୍ ଦନ୍ତା ହାତୀ ବୃଦ୍ଧଙ୍କୁ କଚାଡି ମାରିଦେଇଥିଲା । ଅଳ୍ପକେ ବର୍ତ୍ତିଯାଇଛନ୍ତି ଗୋପାଳ ଚନ୍ଦ୍ର ମହାନ୍ତି ।

   Related Posts