Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ବୃଦ୍ଧଙ୍କ ଉପରେ ଛିଣ୍ଡିପଡିଲା ବିଦ୍ୟୁତ୍ ତାର, ବୃଦ୍ଧଙ୍କ ମୃତ୍ୟୁ

26/09/2019 at 4:10 PM

ସୋର ୨୬|୯: ଔପଦା ବ୍ଲକ୍ ବଡ଼ପୋଖରୀ କନ୍ଦିପୁର ଗ୍ରାମରେ ଜଣେ ବୃଦ୍ଧ ବୈଦ୍ୟନାଥ ନାୟକଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି । ଗତକାଲି ରାତିରେ ତାଙ୍କର ଘର ପାଖରେ ଦୋକାନରେ ଶୋଇଥିବା ବେଳେ ବିଦ୍ୟୁତ୍ ତାର ଛିଣ୍ଡି ଯାଇ ତାଙ୍କ ଉପରେ ପଡି ଯାଇଥିବାରୁ ବୈଦ୍ୟନାଥଙ୍କର ମୃତ୍ୟୁ ହୋଇଛି ବୋଲି ଅନୁମାନ କରାଯାଉଛି । ତେବେ ଆଜି ସଖାଳେ ତାଙ୍କୁ ଘର ଲୋକ ଔପଦା ମେଡିକଲକୁ ଆଣିଥିଲେ କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

   Related Posts