Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ, ସକାଳ ୭ଟାରୁ ରାତି ୯ଟା ଯାଏଁ ପ୍ରବେଶ ଅନୁମତି
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||
  • ଭୁବନେଶ୍ବର : DRDO ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ନୂଆ ତଥ୍ୟ, ଦୁବାଇ ଲୁଲୁ ଇଣ୍ଟରନ୍ୟାସନାଲ୍ ଏଜେନ୍ସିରୁ ଆସିଥିଲା ଟଙ୍କା
  • ||

ବିଲରୁ କାମ ସାରି ଫେରୁଥିବା ବେଳେ ଆକ୍ରମଣ କଲା ବାରହା, ବୃଦ୍ଧ ଗୁରୁତର

24/04/2021 at 2:37 PM

ଭଞ୍ଜନଗର ୨୪।୪: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଦୁଲିପଲ୍ଲୀ ଗ୍ରାମରେ ବାରହା କାମୁଡାରେ ଜଣେ ବୁଦ୍ଧ ଗୁରୁତର ହୋଇଛନ୍ତି । ଗୁରୁତର ବୃଦ୍ଧ ଜଣଙ୍କ ହେଲେ ଉକ୍ତ ଗ୍ରାମର ସୁବାସ ବିଶୋୟୀ । ତାଙ୍କ ବୟସ ୫୬ ବର୍ଷ ।

ସୂଚନାଯୋଗ୍ୟ ଯେ, ସୁବାସ ସନ୍ଧ୍ୟା ସମୟରେ ନିଜ ବିଲରୁ କାମ ସାରି ଫେରୁଥିବା ବେଳେ ସେହି ସମୟରେ ଏକ ଜଙ୍ଗଲୀ ବାରହା ତାଙ୍କୁ ଅତର୍କିତ ଭାବେ ଆକ୍ରମଣ କରିବା ସହିତ ଲହୁ ଲୁହାଣ କରିଥିଲା । ଘଟଣାସ୍ଥଳରେ ସେ ଚିତ୍କାର କରିବାରୁ ସ୍ଥାନୀୟ ଲୋକମାନେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡିକାଲ୍ ରେ ଭର୍ତ୍ତି କରିଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଡାକ୍ତର ସୁବାସଙ୍କୁ  ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି ।

   Related Posts