Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଭାର୍ଗବୀ ନଦୀରେ ଗାଧୋଇବା ବେଳେ ଭାସିଯାଇ ବୃଦ୍ଧଙ୍କ ମୃତ୍ୟୁ

20/09/2021 at 6:03 PM

ପୁରୀ ୨୦।୯: ପୁରୀ ଚନ୍ଦନପୁର ଭାର୍ଗବୀ ନଦୀରେ ଗାଧୋଇବା ବେଳେ ଅଘଟଣ । ନଦୀ ସ୍ରୋତରେ ଭାସିଯାଇ ବସନ୍ତପାଟଣା ଗ୍ରାମର ଜଟି ରଥ ନାମକ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ଏନେଇ ସ୍ଥାନୀୟ ଲୋକେ ଦମକଳ ବାହିନୀକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୁରୀ ଦମକଳ ବାହିନୀ ପହଞ୍ଚି ପ୍ରାୟ ଦୁଇ ଘଣ୍ଟା ଖୋଜା ଖୋଜି କରିବା ପରେ ବୃଦ୍ଧଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା । ଚନ୍ଦନପୁର ଥାନା ପୋଲିସ ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ କରିବା ଲାଗି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । 

   Related Posts