Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ

22/10/2021 at 12:40 PM

ବାଲିପାଟଣା ୨୨।୧୦: ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା । ଧଉଳି ଥାନା ଦୟା ବ୍ରିଜଠାରୁ କଲ୍ୟାଣପୁର ରାସ୍ତା ଜୟପୁରଠାରେ ବୃଦ୍ଧଙ୍କୁ ଧକ୍କାଦେଲା ଦେଲା ହାଇୱା ।

ସୂଚନାଯୋଗ୍ୟ ଯେ, ବୃଦ୍ଧା ଜଣଙ୍କ ସାଇକେଲରେ ଆସୁଥିବା ବେଳେ ଏକ ହାଇୱା ତାଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ମୃତ ବୃଦ୍ଧଙ୍କ ଘର ଭୁବନେଶ୍ଵର ଓଲ୍ଡ ଟାଉନ କୁଞ୍ଜପାଟଣାରେ ବୋଲି ଜଣାପଡ଼ିଛି । ଧଉଳି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ହାଇୱାକୁ  ଜବତ କରିଛି । ଏହା ସହିତ ଚାଳକକୁ ଅଟକ ରଖିଛି। ବୃଦ୍ଧଙ୍କୁ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ପଠାଇ ଦିଆଯାଇଛି।

   Related Posts