Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ପୋଖରୀରୁ ମିଳିଲା ବୃଦ୍ଧଙ୍କ ମୃତଦେହ : ୪ବର୍ଷ ହେଲା ଯାଉନଥିଲେ ଘରକୁ, ରହୁଥିଲେ ଗଛମୂଳେ

18/05/2021 at 3:24 PM

ଭୁବନେଶ୍ବର ୧୮।୫: ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି । ଲିଙ୍ଗିପୁର ନିକଟସ୍ଥ ଏକ ପୋଖରୀରୁ ମିଳିଛି ମୃତଦେହ । ମୃତକ ହେଲେ ୬୫ ବର୍ଷ ବୟସ୍କ ଆଦିକାନ୍ତ ବେହେରା । ସେ ୧୦ରୁ ୧୫ଦିନ ହେବ ରଘୁନାଥପୁରର ଏକ ଗଛ ମୂଳରେ ରହୁଥିଲେ । ୪ ବର୍ଷ ହେଲା ଆଦିକାନ୍ତ ଘରକୁ ଯାଉନଥିବା ନେଇ ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts