Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||

ବୀଭତ୍ସ ହତ୍ୟାକାଣ୍ଡ ! କୋଠ ଘରୁ ମିଳିଲା ବୃଦ୍ଧଙ୍କ ରକ୍ତ ଜୁଡୁବୁଡୁ ମୃତଦେହ

5/08/2020 at 1:13 PM

ସାନଖେମୁଣ୍ଡି ୫।୮: ବୀଭତ୍ସ ହତ୍ୟାକାଣ୍ଡ । କୋଠ ଘରୁ ମିଳିଲା ବୃଦ୍ଧଙ୍କ ରକ୍ତ ଜୁଡୁବୁଡୁ ମୃତଦେହ । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପ୍ରତାପଗିରି ଗାଁରେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି । କୋଠ ଘରୁ ବୃଦ୍ଧଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ପ୍ରତାପଗିରି ଗାଁର ଅରକାରଡା ପାତ୍ର । କୋଠ ଘରେ ଶୋଇଥିବା ବେଳେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts