Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଲଜ୍‌ ଭିତରେ ବୃଦ୍ଧଙ୍କୁ ତଣ୍ଟି ଚିପି ହତ୍ୟା ଅଭିଯୋଗ

18/11/2019 at 7:25 PM

ଭୁବନେଶ୍ୱର ୧୮।୧୧ – ଭୁବନେଶ୍ୱର ଲକ୍ଷ୍ମୀସାଗର ପୁଲିସ ଅଧୀନରେ ଥିବା ଏକ ଲଜ୍‌ ମଧ୍ୟରେ ଜଣେ ବୃଦ୍ଧଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତ ବ୍ୟକ୍ତିଙ୍କର ପରିଚୟ ମିଳିଛି । ତାଙ୍କ ନାମ ଟି ଭି ରାଓ । ସେ ରେଳ ବିଭାଗରେ ଅସ୍ଥାୟୀ କର୍ମଚାରୀ ଥିଲେ ।

ପୁଲିସ ଓ ଫୋରସେନିକ୍‌ ଟିମ୍‌ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

   Related Posts