ରାସ୍ତା କଡରୁ କ୍ଷତବିକ୍ଷତ ଅବସ୍ଥାରେ ବୃଦ୍ଧ ଉଦ୍ଧାର

Published By : Prameya-News7 Bureau | September 13, 2019 IST

ରାଇରଙ୍ଗପୁର ୧୩।୯: ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଆଦର୍ଶ ଥାନା ଭଞ୍ଜସରା ଛକ ରାସ୍ତା କଡରୁ ଜଣେ ବୃଦ୍ଧଙ୍କୁ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରିଛି ପୋଲିସ । କେହି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ପ୍ରାଣାତ୍ମକ ଆକ୍ରମଣ କରି ପାଲ ଘୋଡାଇ ଫେରାର ହୋଇଯାଇଥିବା ପାରିପାର୍ଶ୍ବିକ ସ୍ଥିତିରୁ ଜଣାପଡିଛି ।  ଗୁରୁତର ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ । ତେବେ ପୋଲିସ ଗୁରୁତର ଅବସ୍ଥାରେ ଉଦ୍ଧାର କରି ରାଇରଙ୍ଗପୁର ହସ୍ପିଟାଲରେ ଭର୍ତି କରିବା ସହିତ ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.