Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ରାସ୍ତା କଡରୁ କ୍ଷତବିକ୍ଷତ ଅବସ୍ଥାରେ ବୃଦ୍ଧ ଉଦ୍ଧାର

13/09/2019 at 3:30 PM

ରାଇରଙ୍ଗପୁର ୧୩।୯: ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଆଦର୍ଶ ଥାନା ଭଞ୍ଜସରା ଛକ ରାସ୍ତା କଡରୁ ଜଣେ ବୃଦ୍ଧଙ୍କୁ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରିଛି ପୋଲିସ । କେହି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ପ୍ରାଣାତ୍ମକ ଆକ୍ରମଣ କରି ପାଲ ଘୋଡାଇ ଫେରାର ହୋଇଯାଇଥିବା ପାରିପାର୍ଶ୍ବିକ ସ୍ଥିତିରୁ ଜଣାପଡିଛି ।  ଗୁରୁତର ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ । ତେବେ ପୋଲିସ ଗୁରୁତର ଅବସ୍ଥାରେ ଉଦ୍ଧାର କରି ରାଇରଙ୍ଗପୁର ହସ୍ପିଟାଲରେ ଭର୍ତି କରିବା ସହିତ ତଦନ୍ତ ଜାରି ରଖିଛି ।

   Related Posts