Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ ବୃଦ୍ଧା, କଚାଡି ମାରିଲା ହାତୀ

23/05/2020 at 5:48 PM

ରେଢାଖୋଲ, ୨୩|୦୫:  କେନ୍ଦୁପତ୍ର ତୋଳିଯିବା ହେଲା କାଳ । କେନ୍ଦୁପତ୍ର ତୋଳି ଯାଇଥିବାବେଳେ ହାତୀ ଆକ୍ରମଣରେ ବୃଦ୍ଧା ମୃତ । ଏପରି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ରେଢାଖୋଲ ଉପଖଣ୍ଡ ନାକଟିଦେଳ ରେଂଜ କଣ୍ଟିଆଳୀ ଜଙ୍ଗଲରେ।

ହାତୀ ଆକ୍ରମଣରେ ନାକଟିଦେଉଳ ଥାନା ଅନ୍ତର୍ଗତ ଭେଟିଆବେର୍ଣ୍ଣି ଗ୍ରାମର ଦଇମତି ଦେହୁରୀ ନାମକ ଜଣେ ବୃଦ୍ଧାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ସେ ପ୍ରତିଦିନ ଭଳି ଆଜି ସକାଳୁ ନିଜ ଗାଁ ନିକଟରେ ଥିବା ଜଙ୍ଗଲକୁ ପତ୍ର ତୋଳିବାକୁ ଯାଇଥିଲେ। ତେବେ ହାତୀ ଆକ୍ରମଣ କରିବାରୁ ସେ ତଳେ ପଡିଯାଇଥିଲେ । ଫଳରେ ହାତୀ କଚାଡି ମାରିବାରୁ ତାଙ୍କର ମୃତ୍ୟୁ ଘଟିଛି । ତେବେ ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳକୁ ଯାଇଛନ୍ତି ।

   Related Posts