Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଋଷିକୁଲ୍ୟା ନଦୀରେ ଭାସିଗଲେ ବୃଦ୍ଧ : ଉଦ୍ଧାର କାର୍ଯ୍ୟ ଜାରି ରଖିଛି ଦମକଳ ବାହିନୀ

22/09/2021 at 4:29 PM

ଖଲ୍ଲିକୋଟ ୨୨।୯: ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ଗୋବା ଗ୍ରାମ ନିକଟରେ ଥିବା ଋଷିକୁଲ୍ୟା ନଦୀ ସ୍ରୋତରେ ଭାସିଗଲେ ବୃଦ୍ଧ ।  ବହୁ ସମୟ ହେଲା ଖୋଜୁଛି ଦମକଳ ବାହିନୀ ।  ହେଲେ ମିଳୁନାହିଁ ପତ୍ତା ।

ସୂଚନାଯୋଗ୍ୟ ଯେ, ବୁଧବାର ସକାଳ  ସମୟରେ  ଛତ୍ରପୁର ଥାନା ଅନ୍ତର୍ଗତ ଗୋବା ଗ୍ରାମର ୬୨ ବର୍ଷ ବୟସ୍କ ବୃଦ୍ଧ ଗୋବିନ୍ଦ ଦାସ କୌଣସି କାମରେ ନଦୀ ପାର ହୋଇ ପ୍ରତାପୁର ଗ୍ରାମକୁ ଯାଉଥିଲେ । ଏହି ସମୟରେ ନଦୀର ପ୍ରଖର ସ୍ରୋତରେ ଭାସି ଯାଇଥିଲେ ।  ଖବର ପାଇ ଛତ୍ରପୁର ଅଗ୍ନିଶମ ବିଭାଗର ଏକ ଟିମ୍ ସହ ଛତ୍ରପୁର ପୋଲିସ ଏବଂ ଗ୍ରାମବାସୀ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଗୋବିନ୍ଦଙ୍କ ସନ୍ଧାନ ମିଳିପାରିନାହିଁ |

   Related Posts