Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଫୁଲ ତୋଳିବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ବୃଦ୍ଧଙ୍କ ଜୀବନ

3/06/2021 at 11:01 AM

ବ୍ରହ୍ମଗିରି ୩।୬: ବିଦ୍ୟୁତ ତାର ଲାଗି ଜଣେ ବୃଦ୍ଧଙ୍କର ମୃତ୍ୟୁ । ମୃତକ ହେଲେ ବ୍ରହ୍ମଗିରି ଥାନା ଅନ୍ତର୍ଗତ କାଣ୍ଡଗୋଦା ପଂଚାୟତ ଜାଡିପୁର ଗ୍ରାମର ଗୁରୁଦେବ ବରାଳ ।

ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳୁ ଫୁଲ ତୋଳୁଥିବା ବେଳେ ଗଛରେ ଲାଗିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ । ଫୁଲ ଗଛରେ କେହି ବିଦ୍ୟୁତ ତାର ଲଗାଇଥିବାରୁ ଏଭଳି ଅଘଟଣ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ବିଦ୍ୟୁତ ବିଭାଗ କର୍ମଚାରୀ ପହଂଚିଥିବା ବେଳେ ବ୍ରହ୍ମଗିରି ପୋଲିସି ପହଞ୍ଚି ତଦନ୍ତ କରୁଛି ।

   Related Posts