Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଶୋଇଥିବା ବେଳେ ଟେକିନେଇ କଚାଡିଦେଲା ହାତୀ, ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ

5/07/2021 at 3:25 PM

ବଡବିଲ ୫।୭: ବଡ଼ବିଲ ରେଞ୍ଜ୍ ଗୁଆଲି ସେକ୍ସନରେ ହାତୀ ଆକ୍ରମଣରେ ୬୫ ବର୍ଷ ବୟସ୍କ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଗନ୍ଦଲପଦା ଗାଁର ମାଛୁ ମୁଣ୍ଡା । 

ସୂଚନାଯୋଗ୍ୟ ଯେ, ରବିବାର ରାତିରେ ମାଛୁ ମୁଣ୍ଡା ନିଜ ଘର ବାହାରେ ଶୋଇଥିବା ବେଳେ ତାଙ୍କ ସ୍ତ୍ରୀ ଘର ଭିତରେ ଶୋଇଥିଲେ । ଏତିକି ବେଳେ ୩ଟିକିଆ ହାତୀପଲ ସେଠାକୁ ପଶିଆସିଥିଲେ । ଗୋଟିଏ ଦନ୍ତା ମାଛୁ ମୁଣ୍ଡାକୁ ଶୋଇଥିବା ଅବସ୍ଥାରେ ଟେକିନେଇ କଚାଡି ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ହାତୀପଲ ଗଛରୁ ପଣସ ଖାଇବା ସହ ଗୋଟିଏ ବଖରା ଘରକୁ ଭାଙ୍ଗି ଦେଇଥିଲେ । ବନ ବିଭାଗ କର୍ମଚାରୀ ସୂଚନା ପାଇ ସେଠାରେ ପହଞ୍ଚି ହାତୀଙ୍କୁ ଘଉଡାଇବା ସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ ।

   Related Posts