Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ପାରିବାରିକ କଳହରୁ ସଂଘବଦ୍ଧ ଆକ୍ରମଣ, ଚାଲିଗଲା ବୃଦ୍ଧଙ୍କ ଜୀବନ

20/09/2021 at 2:37 PM

କଣ୍ଟାବାଞ୍ଜି ୨୦।୯: ପାରିବାରିକ କଳହରୁ ଜଣେ ବୃଦ୍ଧଙ୍କୁ ହତ୍ୟା ଅଭିଯୋଗ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୁରିବାହାଲ ଥାନା ପତ୍ରାପାଲି (ଖ) ପଞ୍ଚlୟତ ଲିମପଡା ଗାଁରେ । ମୃତ ବୃଦ୍ଧ ଜଣଙ୍କ ହେଲେ ଘାସିରାମ ପରାଭୁଏ ।

ସୂଚନାଯୋଗ୍ୟ ଯେ, ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରବିବାର ରାତିରେ ଏକ ସାଙ୍ଗରେ ୪ରୁ ୫ ଜଣ ଆସି ଘାସିରାମଙ୍କୁ ନିସ୍ତୁକ ମାଡ଼ ମାରିଥିଲେ । ମାଡ ମାରିବା ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ ଟିଟିଲାଗଡ ହସ୍ପିଟାଲ ନେବା ବାଟରେ ହିଁ ତାଙ୍କ ଜୀବନ ଚାଲିଯାଇଥିଲା । ପୂର୍ବ ଶତ୍ରୁତାକୁ ହତ୍ୟା କରିଥିବା ମୃତକଙ୍କ ଝିଅ ଅଭିଯୋଗ କରିଛନ୍ତି । ମୁରିବାହାଲ ଥାନାରେ ୬ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି ମୁରିବାହାଲ ପୋଲିସ । ଘଟଣାସ୍ଥଳରେ କଣ୍ଟାବାଞ୍ଜି ଏସଡିପିଓ  ମୁରିବାହାଲ ଆଇଆଇସି, ପୋଲିସ ଫୋର୍ସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । କେଉଁ କାରଣରୁ ଜଣେ ବୃଦ୍ଧଙ୍କୁ ହତ୍ୟା କରାଗଲା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ । ସେପଟେ ଏ ସମ୍ପର୍କରେ ମୁରିବାହାଲ ପୋଲିସ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

   Related Posts