Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

‘ଓମେଶା’ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍-୧୯ ରିଲିଫ୍ ପାଣ୍ଠିକୁ ଦାନ

11/06/2020 at 3:31 PM

ଭୁବନେଶ୍ବର ୧୧।୬: ରାଜ୍ୟରେ କରୋନା ମହାମାରୀର ମୁକାବିଲା ଲାଗି ଓଡିଶା ଖଣି ଇଞ୍ଜିନିୟର ସେବା ସଂଘ (ଓମେଶା), ଭୁବନେଶ୍ବର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍-୧୯ ରିଲିଫ ପାଣ୍ଠିକୁ ୧ ଲକ୍ଷ ୮୫ ହଜାର ଟଙ୍କା ପ୍ରଦାନ କରାଯାଇଛି । ‘ଓମେଶା’ ସଦସ୍ୟମାନଙ୍କ ଦ୍ବାରା ସଂଗ୍ରହ କରାଯାଇଥିବା ଏହି ଅର୍ଥରାଶି ଭୁବନେଶ୍ବର ସ୍ଥିତ ୟୁନାଇଟେଡ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ମୁଖ୍ୟଶାଖା ଜରିଆରେ ଚେକ୍ ଦ୍ବାରା ପ୍ରଦାନ କରାଯାଇଛି । ସଂଘର ସାଧାରଣ ସଂପାଦକ କିଶୋର ଚନ୍ଦ୍ର ମହାନ୍ତ ଏହି ସୂଚନା ଦେଇଛନ୍ତି ।

   Related Posts