Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ବଢିପାରେ ଓମ୍‌ଫେଡ୍ କ୍ଷୀର ଦର !

10/09/2019 at 2:29 PM

ଭୁବନେଶ୍ବର ୧୦।୯: ବଢି ପାରେ ଓମ୍‌ଫେଡ୍ କ୍ଷୀର ଦର । ଦର ବଢିବା ନେଇ ବିଚାର ବିମର୍ଷ ଚାଲିଛି ବୋଲି କୃଷିମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି । ଦର ବୃଦ୍ଧି ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନାହିଁ । ବିଚାର ବିମର୍ଷ କରାଯାଇ ଯାହା ନିଷ୍ପତ୍ତି ନିଆଯିବ । ସମସ୍ତଙ୍କୁ ସୁହାଇଲା ଭଳି ଦର ନିର୍ଦ୍ଧାରଣ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଖାଉଟି ଓ ଦୁଗ୍ଧ ଚାଷୀଙ୍କୁ ସୁହାଇଲା ଭଳି ଦର ନିର୍ଦ୍ଧାରଣ ହେବ ।

ତେବେ ପୂର୍ବରୁ ଘରୋଇ ଦୁଗ୍ଧ ଉତ୍ପାଦନକାରୀ ସଂସ୍ଥା କ୍ଷୀର ଦର ବଢାଇସାରିଛନ୍ତି । ତେଣୁ ସରକାର ଓମଫେଡ୍ କ୍ଷୀର ଦର ମଧ୍ୟ ବଢାଇବା ନେଇ ଯୋଜନା କରୁଛନ୍ତି ।

   Related Posts