Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ମାଲକାନଗିରି ହାଇସ୍କୁଲରୁ ମାଟ୍ରିକ୍ ଗଣିତ ଓଏମ୍ଆର୍ ସିଟ୍ ଗାଏବ ଘଟଣାରେ ୪ ଜଣ ନିଲମ୍ବିତ

5/03/2019 at 10:28 AM

ମାଲକାନଗିରି ୫/୩ : ମାଲକାନଗିରି ଜିଲ୍ଲା ପଡ଼ିଆ ଏସ୍ଏସ୍ଡି ହାଇସ୍କୁଲରୁ ମାଟ୍ରିକ୍ ପରୀକ୍ଷାର ଗଣିତ ଓଏମ୍ଆର୍ ସିଟ୍ ଗାଏବ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଘଟଣାରେ ୪ ଜଣଙ୍କୁ ନିଲମ୍ବିତ କରିଛି ଶିକ୍ଷା ବିଭାଗ । ପଡ଼ିଆ ଏସ୍ଏସ୍ଡି ହାଇସ୍କୁଲର ପ୍ରଧାନ ଶିକ୍ଷକ ତଥା ସୁପରିଟେଣ୍ଡେଣ୍ଟ ବିଦ୍ୟୁତ କୁମାର ପାତ୍ର, ଡେପୁଟି ସୁପରିଟେଣ୍ଡେଣ୍ଟ ଶତ୍ରୁଘ୍ନ ସ୍ବାଇଁଙ୍କୁ ନିଲମ୍ବିତ କରାଯାଇଛି । ଏହାସହ ଗୋଠନପାଲି ସ୍କୁଲର ଶିକ୍ଷକ ପ୍ରଭାକର ପାଢୀ, ଜଳନ୍ଧର ବେହେରାଙ୍କୁ ମଧ୍ୟ ନିଲମ୍ବିତ କରାଯାଇଛି । ଘଟଣାକୁ ନେଇ ଗତକାଲି ବ୍ଲକ ଶିକ୍ଷା ଅଧିକାରୀ ପଡିଆ ଥାନାରେ ଏକ ଏତଲା ଦେଇଥିଲେ । ଦୁଇ ଦିନ ତଳେ ଅର୍ଥାତ ଗତ ରବିବାର ପଡ଼ିଆ ଏସ୍ଏସ୍ଡି ହାଇସ୍କୁଲ ପରୀକ୍ଷା କେନ୍ଦ୍ରରୁ ଗଣିତର ୧୦୮ଟି ଓଏମ୍ଆର୍ ସିଟ ଗାଏବ ହୋଇଯାଇଥିଲା ।

   Related Posts