Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଜାଗର ପାଇଁ କଟକଣା, ମନ୍ଦିର ଭିତରେ ଓ ବାହାରେ ହେବନି ଗହଳି, ମେଳା ଉପରେ ଲାଗିଲା ରୋକ୍
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭ କୋଭିଡ୍ ପଜିଟିଭ୍, ୩୩୭୮୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଉଦଳା : କୂଅ ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ୫ ତାରିଖରୁ ଥିଲେ ନିଖୋଜ
  • ||
  • ସମ୍ବଲପୁର : ବନ କର୍ମଚାରୀଙ୍କ ଛୁଟି ଉପରେ କଟକଣା, ଅତି ଜରୁରୀ କାମ ନଥିଲେ ନେଇପାରିବେନି ଛୁଟି
  • ||
  • ସୁନ୍ଦରଗଡ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ପାରାଦୀପ : ପଶ୍ଚିମବଙ୍ଗରେ ମହିଳାଙ୍କୁ ଦୁଷ୍କର୍ମ ପରେ କରିଥିଲା ହତ୍ୟା, ପାରାଦୀପରୁ ହେଲା ଗିରଫ
  • ||
  • ଜାଗର ପ୍ରସ୍ତୁତି : ବାବା ଆଖଣ୍ଡଳମଣିଙ୍କ ପୀଠରେ ଲାଗିଲା କଟକଣା, ମାର୍ଚ୍ଚ ୧୦ରୁ ୨ଦିନ ଯାଏଁ ୧୪୪ ଧାରା
  • ||

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା ଘଟଣା, ଜଣେ ଅଭିଯୁକ୍ତ ଅଟକ

27/07/2020 at 7:58 AM

ବାଲିଗୁଡ଼ା ୨୭।୦୭: କନ୍ଧମାଳରେ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା ଘଟଣାରେ ଅଭିଯୁକ୍ତକୁ ଅଟକ ରଖିଛି ପୋଲିସ । ଗତାକାଲି ସଂଧ୍ୟାରେ କନ୍ଧମାଳ ଜ଼ିଲ୍ଲା ସାରଙ୍ଗଡ଼ ଗାଁରେ ପୂର୍ବତନ ସରପଞ୍ଚ ବ୍ରଜରାଜ ବିଷୋୟୀଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା କରିଥିଲେ ଦୁର୍ବୃତ୍ତ l ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

ସାରଙ୍ଗଡ଼ ଗାଁର ଡେପୁଟି ବିଶୋୟୀ ବ୍ରଜରାଜଙ୍କୁ ଘରକୁ ଡାକି ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ସାରଙ୍ଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

   Related Posts