Thursday, May 23, 2019

News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ହଳଦୀପଡିଆ ବସ୍ତିରୁ ୪୫ ଗ୍ରାମ୍ ବ୍ରାଉନସୁଗାର ଜବତ

ଭୁବନେଶ୍ବର ୨୪|୪: ପୁଣି ରାଜଧାନୀରୁ ଜବତ ହେଲା ଧଳା ଜହର । ଭୁବନେଶ୍ବର ସ୍ଥିତ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ହଳଦୀପଡିଆ ବସ୍ତିରୁ ୪୫ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି ଅବକାରୀ ଗୁଇନ୍ଦା ବିଭାଗ ।

ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୪ ଲକ୍ଷ ୫୦ ହଜାର ଟଙ୍କା ହେବ । ବ୍ରାଉନସୁଗାର ବେପାର କରୁଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ ।

159 Views

   ସମ୍ବନ୍ଧିତ ଖବର