ହଳଦୀପଡିଆ ବସ୍ତିରୁ ୪୫ ଗ୍ରାମ୍ ବ୍ରାଉନସୁଗାର ଜବତ

Published By : Prameya-News7 Bureau | April 24, 2019 IST

ଭୁବନେଶ୍ବର ୨୪|୪: ପୁଣି ରାଜଧାନୀରୁ ଜବତ ହେଲା ଧଳା ଜହର । ଭୁବନେଶ୍ବର ସ୍ଥିତ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ହଳଦୀପଡିଆ ବସ୍ତିରୁ ୪୫ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି ଅବକାରୀ ଗୁଇନ୍ଦା ବିଭାଗ ।

{"id":106658}

ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୪ ଲକ୍ଷ ୫୦ ହଜାର ଟଙ୍କା ହେବ । ବ୍ରାଉନସୁଗାର ବେପାର କରୁଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.