Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ରାଜଧାନୀରୁ ପୁଣି ଧଳା ଜହର ଜବତ : ୫୦୦ ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ

19/01/2020 at 4:16 PM

ଭୁବନେଶ୍ବର ୧୯/୧: ରାଜଧାନୀରୁ ପୁଣି ଧଳା ଜହର ଜବତ, ଜଣେ ଗିରଫ । ୫୦୦ ଗ୍ରାମରୁ ଊର୍ଦ୍ଧ୍ବ ବ୍ରାଉନସୁଗାର ଜବତ କରିଛି  ଏସ୍ ଟିଏଫ୍ । ଜବତ ବ୍ରାଉନ୍ ସୁଗାରର ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ । ଗିରଫ ବ୍ୟବସାୟୀ ଜାମସେଦ୍ ଠାରୁ ୧୧ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଜବତ ହୋଇଛି ।

ଜାନୁଆରୀ ମାସରେ ମୋଟ ୧୦ ଜଣ ବ୍ରାଉନ୍ ସୁଗାର ବେପାରୀଙ୍କୁ ଗିରଫ କଲାଣି ଏସ୍ ଟିଏଫ୍ ।

   Related Posts