Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ଖୋର୍ଦ୍ଧାରୁ ୭୦ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

25/06/2019 at 12:19 PM

ଖୋର୍ଦ୍ଧା ୨୫|୬: ଖୋର୍ଦ୍ଧା ଗୁରୁଜଙ୍ଗ ଦେୱାନ ସାହିରେ ଅବକାରୀ ବିଭାଗର ଚଢାଉ । ୧୭ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଥିବା ବେଳେ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ବ୍ୟକ୍ତି ଜଣଙ୍କ ହେଲେ ମଠସାହିର ଛବୀନ୍ଦ୍ର ପ୍ରଧାନ ।

ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧ ଲକ୍ଷ ୭୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି ।

   Related Posts