Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

୩୫ ଗ୍ରାମ୍ ବ୍ରାଉନସୁଗାର ଜବତ, ଜଣେ ଅଭିଯୁକ୍ତ ଗିରଫ

26/04/2021 at 3:46 PM

ଭଦ୍ରକ ୨୬।୪: କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଦ୍ବାରା ବ୍ରାଉନସୁଗାର ଜବତ । ଜଣେ ଅଭିଯୁକ୍ତ ଗିରଫ । ଭଦ୍ରକ ସହରାଞ୍ଚଳ ଚାରିଘାରିଆ ନିକଟରେ ପାଟ୍ରୋଲିଂ ସମୟରେ ବ୍ରାଉନ ସୁଗାର ସହ ଜଣେ ଯୁବକକୁ ଗିରଫ କରାଯାଇଛି । ଅଭିଯୁକ୍ତ ଜଣକ ଟାଉନ ଥାନା ଅନ୍ତର୍ଗତ ମଣିସାହିର ପ୍ରଦୀପ କୁମାର ଦାସ ବୋଲି ସୂଚନା ମିଳିଛି । ଅଭିଯୁକ୍ତଠାରୁ ୩୫ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି ।  ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ୩ ଲକ୍ଷ ୫୦ ହଜାର ହେବ ବୋଲି ଅଧିକାରୀ ସ୍ପନ୍ଦନ କୁମାର ମହାନ୍ତି ସୂଚନା ଦେଇଛନ୍ତି ।

   Related Posts