Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଆଶ୍ରମ ସ୍କୁଲରେ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଘଟଣାରେ ଜଣେ ଗିରଫ

9/12/2019 at 10:48 AM

ଲକ୍ଷ୍ମୀପୁର ୯।୧: କୋରାପୁଟ ଲକ୍ଷ୍ମୀପୁର ବ୍ଲକ୍ ବୁର୍ଜା ଆଶ୍ରମ ସ୍କୁଲରେ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଘଟଣାରେ ଜଣକୁ ଗିରଫ କରିଛି ପୋଲିସ । ପୋଲିସ ପୋକ୍ସୋ ମାମଲାରେ କୃଷ୍ଣ ବାଘକୁ ଗିରଫ କରିବା ପରେ ଡାକ୍ତରୀ ମାଇନା କରି କୋର୍ଟ ଚାଲାଣ କରିଛି । ଏନେଇ ପ୍ରଧାନଶିକ୍ଷକଙ୍କଠାରୁ କିଛି ସନ୍ତୋଷଜନକ ଉତ୍ତର ମିଳିପାରିନାହିଁ ।

ଗତକାଲି ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ଅଭିଯୋଗ ପରେ ଛାତ୍ରୀଙ୍କୁ ପଚରାଉଚରା କରାଯାଇଥିଲା । ଏହାପରେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗତ ୨ ଦିନ ମଧ୍ୟରେ ୨ଟି ଆଶ୍ରମ ସ୍କୁଲରେ ୨ ଜଣ ଛାତ୍ରୀ ଗର୍ଭବତୀ ହୋଇଥିବାରୁ ହଷ୍ଟେଲରେ ଛାତ୍ରୀଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି ।  

   Related Posts