Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡ ଘରେ ‘ଭିନେ’ କଳି : ହିନ୍ଦୁଜା ୪ ଭାଇଙ୍କ ସମ୍ପର୍କରେ ଆତ୍ମୀୟ ବାଧକ, ମାମଲା କୋର୍ଟରେ
  • ||
  • କାନପୁର ଟେଷ୍ଟ : କିଓ୍ୱି ବୋଲରଙ୍କ ଦମଦାର ବୋଲିଂ, ପ୍ରଥମ ଇନିଂସରେ ଭାରତ ୩୪୫ରେ ଅଲଆଉଟ୍
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସ ଆୟରଙ୍କ ଦମଦାର ଶତକ, ନିରାଶ କଲେ ରିଦ୍ଧିମାନ ଶାହ ଓ ଅକ୍ଷର ପଟେଲ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୧୯ କରୋନା ସଂକ୍ରମିତ, ୧୦୪୮୨୨୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଜନ୍ମହେଲା ୨ ମୁଣ୍ଡିଆ ଶିଶୁ, ହସ୍ପିଟାଲରେ ଛାଡି ଫେରାର ହୋଇଗଲେ ବାପା-ମାଆ
  • ||
  • ମାତିଲେ ଝାଡଖଣ୍ଡୀ ହାତୀପଲ, ନଷ୍ଟକଲେ ଧାନ ଫସଲ
  • ||
  • ଟ୍ରକ୍ ସହ ଧକ୍କା ହେଲା କିଙ୍ଗଫିସର ବସ୍, ଏକାଧିକ ଯାତ୍ରୀ ଆହତ
  • ||
  • ଗଜପତିରେ ଅପରେସନ ଗ୍ରୀନ୍ କ୍ଲିନ୍, ୧୪ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଅପରେସନ ନୀଳ ଜହର : ୧୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସଙ୍କ ଦମଦାର ବ୍ୟାଟିଂ, ଭାଙ୍ଗିଲେ ଗାଭାସ୍କରଙ୍କ ରେକର୍ଡ
  • ||

୭୦ବର୍ଷ ବୟସ୍କା ମହିଳାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

3/12/2019 at 11:32 AM

ସୋନଭଦ୍ରା ୩।୧୨: ଦେଶରେ ମହିଳାମାନଙ୍କ ସହ ହେଉଥିବା ଅତ୍ୟାଚାର ରୋକିବା ପାଇଁ ଶକ୍ତ ଆଇନ କାର୍ଯ୍ୟକାରୀ କରିବା ନେଇ ସବୁବେଳେ ଦାବି ହୋଇଆସୁଛି । ନିକଟରେ ହାଇଦ୍ରାବାଦରେ ଜଣେ ଭେଟେନାରୀ ଡାକ୍ତରଙ୍କୁ ଗଣଦୁଷ୍କର୍ମ ଓ ନିର୍ମମ ହତ୍ୟା ଘଟଣାକୁ ପୂରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି । ଏହା ସତ୍ବେ ଏଭଳି ଘଟଣା ପ୍ରତିଦିନ ଘଟିଚାଲିଛି ।

ଉତ୍ତରପ୍ରଦେଶରେ ଏଭଳି ଏକ ଘଟଣା ଘଟିଛି ଯାହା ନିନ୍ଦନୀୟ । ଉତ୍ତରପ୍ରଦେଶ ସୋନଭଦ୍ର ଜିଲ୍ଲାର ଅନପରା ଥାନା ଅଞ୍ଚଳରେ ୭୦ ବର୍ଷ ବୟସ୍କା ମହିଳାଙ୍କ ସହ ଦୁଷ୍କର୍ମ ଅଭିଯୋଗ ହୋଇଛି । ମହିଳାଙ୍କ ନାତି କହିଛନ୍ତି ଯେ, ତାଙ୍କ ଜେଜେ ମା’ଙ୍କ ଦେହ ଖରାପ ଥିଲା । ସେ ଘରେ ଏକା ରହୁଥିଲେ । ଫଳରେ ଏହାର ସୁଯୋଗ ନେଇ ଗତ ୧ତାରିଖ ରାତି ପ୍ରାୟ ୮ଟା ବେଳେ ଅଭିଯୁକ୍ତ ତାଙ୍କ ଘରେ ପଶି ମହିଳାଙ୍କ ସହ ଦୁଷ୍କର୍ମ କରିଛି ।

ଅଭିଯୋଗ ପରେ ପୋଲିସ ତୁରନ୍ତ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଛି । ପୀଡିତ ମହିଳାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କର ଚିକିତ୍ସା ଚାଲିଛି ।

   Related Posts